Daily Horoscope in Odia(dainika rasiphala) - 22 May 2019
💐 ଓମ୍ ଶ୍ରୀଗୁରବେ 💐
~~~~~~~~~~~~~
ମଇ ୨୨ ତାରିଖ ୨୦୧୯ମସିହା*
ବୁଧବାରମ
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୬
ସମ୍ବତ୍ସର -ପରିଧାବୀ
ଜ୍ୟେଷ୍ଠ -କୃଷ୍ଣପକ୍ଷ
ତିଥି -ଚତୁର୍ଥୀ ରାତ୍ରି ଘ୦୨/୪୦ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ପୂର୍ବାଷାଢା
ଚନ୍ଦ୍ର- ଧନୁ
ଯୋଗ -ସାଦ୍ଧ୍ୟ
କରଣ-ବବ
ସୂର୍ଯ୍ୟ -ବୃଷ ୦୮ ଦିନ
***************
ସୁର୍ୟୋଦୟ -ପ୍ରାତଃ ଘ୦୫/୧୨/୨୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୩/୧୮
---------------------------
ଯୋଗିନି ନୈଋତେ ଦିବା ଘ୦୨/୪୦ ଗତେ ଦକ୍ଷିଣେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଅଦ୍ୟ ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।
--------------------------------
କାଳବେଳା-
ଦିବା ଘ୦୮/୨୫ଗତେ ଘ୧୦/୦୨ମଧ୍ୟେ
ବାରବେଳା-ଦିବା ଘ୧୧/୩୮ଗତେ ଘ୦୧/୧୬ମଧ୍ୟେ
******************
** *ଅମୃତବେଳା* - *
ଦିବାଘ୦୬/୫୨ ଗତେ ଘ୦୮/୨୧ମଧ୍ୟେ ଓ ୦୨/୫୯ ଗତେ ଘ୦୪/୩୦ମଧ୍ୟେ
*ମାହେନ୍ଦ୍ର ବେଳା-* ଦିବା
ଘ୦୬/୫୨ମଧ୍ୟେ ଓ ଘ୧୦/୧୦ଗତେ ଘ୧୧/୩୬ମଧ୍ୟେ
********************
ଅଦ୍ୟ ମୂଳା ଭକ୍ଷଣ ନିଷେଧ
____________________
ଆଜିର ରାଶିଫଳ
-----------------------
ମେଷ
ଆଜି ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ
ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ
ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ
ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ
କନ୍ୟା
ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା
ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା
ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ
ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର
ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
କୁମ୍ଭ
ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ
ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ।